ଆଜି ୪୧୮୯ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୪୧୮୯ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୪୧୮୯ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର : ଆଜି ରାଜ୍ୟରୁ ୪୧୮୯ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୨୪୫୩ ଜଣ କ୍ୱାରେଣ୍ଟାଇନରୁ ଏବଂ ୧୭୩୬ ଜଣ ସ୍ଥାନୀୟ ଅକ୍ରାନ୍ତ ବୋଲି ଜଣାପଡିଛି । ରାଜ୍ୟରେ ସମୁଦାୟ ଅକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୮ହଜାର ୩୧୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧୦୭, ବାଲେଶ୍ୱରରୁ ୧୫୦, ବରଗଡରୁ ୧୨୮, ଭଦ୍ରକରୁ ୩୪, ବଲାଙ୍ଗୀର ୧୧୪, ବୌଦ୍ଧରୁ ୭୭, କଟକରୁ ୫୮୬, ଦେବଗଡରୁ ୧୨, ଢେଙ୍କାନାଳରୁ ୫୪, ଗଜପତି ୨, ଗଞ୍ଜାମରୁ ୩୫, ଜଗତସିଂହପୁରରୁ ୧୦୪, ଯାଜପୁରରୁ ୧୮୭, ଝାରସୁଗୁଡାରୁ ୮୪, କଳାହାଣ୍ଡିରୁ ୧୦୫, କନ୍ଧମାଳ ୭୪, କେନ୍ଦ୍ରାପଡାରୁ ୧୨୬, କେନ୍ଦୁଝରରୁ ୩୩, ଖୋର୍ଦ୍ଧାରୁ ୭୧୨, କୋରାପୁଟରୁ ୬୩, ମାଲକାନଗିରିରୁ ୭୨, ମୟୁରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୭୫, ନୟାଗଡରୁ ୮୨, ନୂଆପଡାରୁ ୫୮, ପୁରୀରୁ ୨୬୫ , ରାୟଗଡାରୁ ୨୯, ସମ୍ବଲପୁରରୁ ୧୧୩, ସୋନପୁରରୁ ୯୦ ଏବଂ ସୁନ୍ଦରଗଡରୁ ୨୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଷ୍ଟେଟ ପୁଲରୁ ୨୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ ହୋଇଥିବା ବେଳେ ଏହା ମଧ୍ୟରୁ ୧୪୯୩୭୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୮୧୫୮ ରହିଛି ।