ଆସନ୍ତା କାଲି ଯାଏଁ ଗୃହ ମୁଲତବୀ

ଆସନ୍ତା କାଲି ଯାଏଁ ଗୃହ ମୁଲତବୀ

ଆସନ୍ତା କାଲି ଯାଏଁ ଗୃହ ମୁଲତବୀ
ଭୁବନେଶ୍ବର : ବିଧାନସଭାରେ ଶୋକ ପ୍ରସ୍ତାବ ପରେ କାଲି ଯାଏଁ ଗୃହ ମୁଲତବୀ ରହିଛି । କାଲି ଦିନ ୧୦ଟା ୩୦ ଯାଏଁ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ୟ୍ୟ ନାରାୟଣ ପାତ୍ର । ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହ ମୁଲତବୀ ହୋଇଛି । ପ୍ରଦୀପ ମହାରଥୀଙ୍କୁ ସମ୍ମାନ ଜଣାଇ ଗୃହ ମୁଲତବୀ ଘୋଷଣା କରାଯାଇଛି ।