କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା
ଭୁବନେଶ୍ୱର : ରାଜ୍ୟ କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକରା ହୋଇଛି। ମଙ୍ଗଳବାର ସଂଧ୍ୟାରେ ଦିଲ୍ଲୀରେ ପହଞ୍ଚିବେ ରାଜ୍ୟ କଂଗ୍ରେସର ସମସ୍ତ ୯ ବିଧାୟକ । ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀଙ୍କୁ ଇଡି ନୋଟିସକୁ ନେଇ ରଣନୀତି ପ୍ରସ୍ତୁତ ପାଇଁ ଡାକରା ହୋଇଥିବା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଏହା ସହ ସଙ୍ଗଠନକୁ କିପରି ମଜଭୁତ କରାଯିବ ଓ ଆଗାମୀ ୨୦୨୪ ନିର୍ବାଚନ ଉପରେ ଦଳର ଆଭିମୁଖ୍ୟ ନେଇ ଆଲୋଚନା ହୋଇାପରେ ।




admin 