ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକ

ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକ

ଜେଟଲୀଙ୍କ ପାଇଁ ସର୍ବଦଳୀୟ ଶୋକ
ଭୁବନେଶ୍ୱରୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ମୃତିରେ ଭୁବନେଶ୍ୱରରେ ଏକ ସର୍ବଦଳୀୟ ଶୋକସଭା ଅନୁଷ୍ଠିତ ହେଉଛି । ଏଥିରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସହ ସବୁ ଦଳର ନେତା ସାମିଲ ଅଛନ୍ତି । ଅନ୍ୟପକ୍ଷରେ ଶୋକସଭାକୁ ଆସିନଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକବାର୍ତ୍ତାକୁ ପଢିଥିଲେ ବିଧାୟକ ଦେବୀ ମିଶ୍ର । ଏହି ଶୋକସଭାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଜେଡି, ବିଜେପି ଓ କଂଗ୍ରେସର ବହୁ ନେତା ସାମିଲ ହୋଇଛନ୍ତି ।