ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ।

ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ।

ପୁଣି ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ।
ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୫୪ ପଇସା ଓ ଡିଜେଲ ଲିଟର ପିଛା ୫୮ ପଇସା ବୃଦ୍ଧି ପାଇଛି । କରୋନା ଲକଡାଉନ ପାଇଁ ଲୋକେ ଆର୍ଥିକ ଦୁଃସ୍ଥିତି ମଧ୍ୟରେ ଗତି କରୁଥିବାବେଳେ ପେଟ୍ରୋଲ ଓ ଡିଜେର ଦର ବୃଦ୍ଧି ଲାଗାତାରଭାବେ ବୃଦ୍ଧି ପାଇବାରେ ଲାଗିଛି । ଯାହା ବୋଝ ଉପରେ ନଳିତା ବିଡ଼ା ସଦୃଶ ବୋଲି କୁହାଯାଉଛି ।