ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜୟନ୍ତୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜୟନ୍ତୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜୟନ୍ତୀ ।
ଝଡର ଇଗଲ । ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ ତମ ଜୟନ୍ତୀ । ଆଜିର ଦିନକୁ ରାଜ୍ୟସ୍ତରୀୟ ପଂଚାୟତିରାଜ ଦିବସ ରୂପେ ପାଳନ କରାଯାଉଛି । ସେଥିପାଇଁ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ଆୟୋଜିତ ହୋଇଯାଇଛି ମିନି ମାରାଥନ । ବିଜୁ ପଟ୍ଟନାୟକ ପାର୍କ ନିକଟରୁ ମାରାଥନ ବାହାରି ଏଜି ଛକ, ରାଜଭବନ ଛକ, ପାୱାର ହାଉସ ଛକ ଦେଇ ମାରାଥନ କଳିଙ୍ଗ ଷ୍ଟାଡିୟମରେ ପଂହଚିଛି । ଏହାସହ ଆଜି କଟକ ଏସସିବି ମେଡିକାଲ କଲେଜର ନବେକଳବର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ବାଲିଯାତ୍ରା ପଡିଆରେ ବି ମେଗା ସମାବେଶ ବି ହେବ ।