ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ କରୋନା ।

ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ କରୋନା ।

ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ କରୋନା ।
ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ କରୋନା । ମେଗାଷ୍ଟାର୍‌ ଅମିତାଭ ବଚ୍ଚନ କରୋନାରେ ସଂକ୍ରମିତ ହୋଇଥିବାର ସୂଚନା ମିଳିଛି । ସେ ନିଜେ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି | ଏହା ପରେ ତାଙ୍କୁ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅମିତାଭ ବଚ୍ଚନ ଟ୍ଵିଟ୍ କରି ଲେଖିଛନ୍ତି, ମୋ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ହସ୍ପିଟାଲରେ ଭର୍ତ୍ତି ହୋଇଛି। ପରିବାର ଏବଂ ବାକି ସଦସ୍ୟଙ୍କ କରୋନା ଟେଷ୍ଟ କରାଯାଇଛି। ସେମାନଙ୍କ ରିପୋର୍ଟ ଆସିବା ବାକି ରହିଛି। ଗତ ୧୦ ଦିନରେ ଯେଉଁମାନେ ମୋର ନିକଟରେ ଥିଲେ, ସେମାନଙ୍କୁ ମୋର ଅନୁରୋଧ ନିଜର ଟେଷ୍ଟ କରାନ୍ତୁ।