ଭଲ ଖବର : ରାଜ୍ୟରେ ଆଉ ୪୦୬୧ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ରାଜ୍ୟରେ ଆଉ ୪୦୬୧ ଆକ୍ରାନ୍ତ ସୁସ୍ଥ

ଭଲ ଖବର : ରାଜ୍ୟରେ ଆଉ ୪୦୬୧ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୧୨୦୬୨ରେ ପହଞ୍ଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଛନ୍ତି । ଏହା ବ୍ୟତିତ କଟକରୁ ୪୨୫, ସୁନ୍ଦରଗଡରୁ ୨୬୭, ବରଗଡରୁ ୨୪୪, ମୟୁରଭଞ୍ଜରୁ ୨୪୦, ବାଲେଶ୍ୱରରୁ ୧୮୭, ଯାଜପୁରରୁ ୧୮୫, କେନ୍ଦ୍ରାପଡାରୁ ୧୭୯, ଅନୁଗୁଳରୁ ୧୬୭, ଗଞ୍ଜାମରୁ ୧୫୭, ପୁରୀରୁ ୧୩୨, ଭଦ୍ରକରୁ ୧୩୦, ଜାଗତସିଂହପୁରରୁ ୧୩୦, ଝାରସୁଗୁଡାରୁ ୧୩୦, କେନ୍ଦୁଝରରୁ ୭୮, ସମ୍ବଲପୁରରୁ ୭୭, କୋରାପୁଟରୁ ୭୪, ନୂଆପଡାରୁ ୭୪, ନବରଙ୍ଗପୁରରୁ ୫୯, ଢେଙ୍କାନାଳରୁ ୫୦, ନୟାଗଡରୁ ୪୮, ରାୟଗଡାରୁ ୪୫, କଳାହାଣ୍ଡିରୁ ୩୭, ବଲାଙ୍ଗୀରରୁ ୩୩, ସୋନପୁରରୁ ୩୩, କନ୍ଧମାଳରୁ ୩୩, ବୌଦ୍ଧରୁ ୩୧, ଦେବଗଡରୁ ୨୬, ମାଲକାନଗିରିରୁ ୨୪ ଏବଂ ଗଜପତିରୁ ୨୩ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।