ଭିଜିଲାନ୍ସ ଜାଲରେ କ୍ରୀଡ଼ା ଶିକ୍ଷକ
ଭିଜିଲାନ୍ସ ଜାଲରେ କ୍ରୀଡ଼ା ଶିକ୍ଷକ
ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ କ୍ରୀଡ଼ା ଶିକ୍ଷକ। ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜୟନ୍ତିପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଜନାର୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ୍ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି।
ବ୍ରହ୍ମପୁର ଅନନ୍ତନଗର ସ୍ଥିତ ବାସଭବନ, ପେଟ୍ରୋଲ ପମ୍ପ, ଜୟନ୍ତୀପୁର ସ୍ଥିତ ନିଜ ପୈତୃକ ବାସଭବନ ସମେତ ଏକକାଳୀନ ୮ଟି ସ୍ଥାନରେ ଚଢାଉ ଚାଲିଛି । ଚଢାଉ ବେଳେ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।




admin 