ମଧ୍ୟାହ୍ନ ଭୋଜନ ଖାଇ ୬୦ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ୬୦ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ୬୦ ଅସୁସ୍ଥ
ଭଦ୍ରକ:ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ୬୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡିଛନ୍ତି । ଗ୍ରାମାଂଚଳ ଥାନା କେଦାରପୁର ପ୍ରାଥମିକ ବିଦ୍ୟାଳୟରେ ଅଘଟଣ ଘଟିଛି । ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇଥିବା ଗ୍ରାମବାସୀଙ୍କ ଠାରୁ ସୂଚନା ମିଳିଛି ।