ମିଶନ ଶକ୍ତି କମ୍ୟୁନିଟି ପାର୍ଟନର ୮ ହଜାର ସାଇକେଲ ପାଇଲେ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନସ୍ଥିତ କନଭେନସନ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା 8 ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀ (Community Partners) ମାନଙ୍କୁ ସାଇକେଲ ବଣ୍ଟନ କରିଛନ୍ତି । ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ, ଆହାର କର୍ମୀ, ଜଳ ସାଥୀ ଏବଂ ସୁପରଭାଇଜର ଆଦି ସାଇକେଲ ପାଇଛନ୍ତି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଓ ମିଶନ ଶକ୍ତି ବିଭାଗର ମିଳିତ ସମନ୍ୱୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।




admin 