ରାଜ୍ୟରେ ୨୪ ଘଣ୍ଟାରେ ୧୫୬ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୧୫୬ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ଓମିକ୍ରନ୍ ସଂକ୍ରମଣ ଭୟ ଭିତରେ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୯୩ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୬୩ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୦ଜଣ ଛୁଆ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ କୋଟ କରୋନା ଆକ୍ରାନ୍ତଙ୍କ ସଂକ୍ୟା ୧୦ଲକ୍ଷ ୫୪ହଜାର ୧୬୦କୁ ବୃଦ୍ଧି ପାଇଛି।




admin 