ଶ୍ରୀମନ୍ଦିର ସେବାୟତଙ୍କ ପରିବାରରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା |

ଶ୍ରୀଜଗନ୍ନାଥ ମନ୍ଦିର ସେବାୟତଙ୍କ ପରିବାରରେ କମିବାରେ ଲାଗିଛି ଝିଅଙ୍କ ସଂଖ୍ୟା। ନବକୃଷ୍ଣ ଚୌଧୁରୀ ସେଣ୍ଟର ଫର ଷ୍ଟଡିଜ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ ମିଳିଛି ଏହି ତଥ୍ୟ।