ଶାରଦା ମାଇନ୍ସରେ ଇଡି ଚଢଉ

ଶାରଦା ମାଇନ୍ସରେ ଇଡି ଚଢଉ

ଶାରଦା ମାଇନ୍ସରେ ଇଡି ଚଢଉ

ବଡ଼ବିଲ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଶାରଦା ମାଇନ୍ସ । କେନ୍ଦୁଝର ଜିଲ୍ଲା  ବଡ଼ବିଲ ଶାରଦା ମାଇନ୍ସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢଉ । ବେଆଇନ୍‌ ଖଣି କାରବାର ନେଇ ଚଢାଉ ହୋଇଥିବା ସୂଚନା ।

ଖବର ଅନୁଯାୟୀ, ଶାରଦା ମାଇନ୍ସ ନାଁ ବେଆଇନ୍‌ ଖଣିଜ କାରବାର ନେଇ ପୂର୍ବରୁ ଅଭିଯୋଗ ରହିଥିଲା । ଏନେଇ ସୋମବାର ବଡ଼ବଲିରେ ଥିବା ଖଣି କାର୍ୟ୍ୟାଳୟ ସହିତ ସୟାବାଲି ସ୍ଥିତ କଲୋନୀରେ ଚଢଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏକାସାଙ୍ଗେ ୩ଟି ସ୍ଥାନରେ ଇଡି ଚଢଉ କରୁଥିବା ସୂଚନା ।