ହୁହୁ ମାଡୁଛି, ଦିନକରେ ୧୮୯୭
ହୁହୁ ମାଡୁଛି, ଦିନକରେ ୧୮୯୭
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଜୋରରେ ଉପରମୁହାଁ ହେବାରେ ଲାଗିଲାଣି। ଗତକାଲି ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୧୬ରହିଥିବାବେଳେ ଆଜି ରାଜ୍ୟରେ ୧୮୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୮୯୭କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱରେଣ୍ଟାଇନ୍ ସେଣ୍ଟରରୁ ୧୧୦୬ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୭୯୧ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୨୫୮ଜଣ ଛୁଆ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୯ହଜାର ୭୭୩କୁ ବୃଦ୍ଧି ପାଇଛି ।




admin 