ମୋତିଲାଲ ଭୋରାଙ୍କ ଦେହାନ୍ତ

ମୋତିଲାଲ ଭୋରାଙ୍କ ଦେହାନ୍ତ

 ମୋତିଲାଲ ଭୋରାଙ୍କ ଦେହାନ୍ତ
ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ମୋତିଲାଲ ଭୋରାଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀର ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ତାଙ୍କ ମୃତ୍ୟରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ଭୋରା ପୂର୍ବରୁ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଓ ଉତ୍ତରପ୍ରଦେଶ ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଛନ୍ତି।