ବିଜେଡି ପର୍ଯ୍ୟବକ୍ଷେକ: କାହାକୁ କେଉଁ ଜିଲ୍ଲା ଦାୟିତ୍ୱ ଜାଣନ୍ତୁ

ଭୁବନେଶ୍ୱର: ଆଗକୁ ୨୦୨୪ ନିର୍ବାଚନ । ଏନେଇ ସବୁ ଦଳ ନିଜ ନିଜ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଏହାରି ଭିତରେ ବିଜେଡି ରାଜ୍ୟସଭାପତି ନବୀନ ପଟ୍ଟନାୟକ ବିଜେଡି ପର୍ଯ୍ୟବେକ୍ଷକମାନଙ୍କୁ ନିଯୁକ୍ତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ ଓରଫ ବବିଙ୍କୁ ୪ଟି ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ଅତନୁସବ୍ୟସାଚ୍ଚୀ ନାୟକ ଓ ଦିବ୍ୟଶଙ୍କର ମିଶ୍ରଙ୍କୁ ୨ଟି ଲେଖାଏଁ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି । ସେହିପରି ପ୍ରଶାନ୍ତ ମୁଦୁଲି ଓ ପ୍ରତାପ ଦେବଙ୍କୁ ଗୋଟିଏ ଲେଖାଏଁ ଜିଲ୍ଲାର ଦାୟିତ୍ୱ ଦିଆଯାଇଛି ।
କାହାକୁ କେଉଁ ଜିଲ୍ଲା ଦାୟିତ୍ୱ:
ଅନୁଗୁଳ- ପ୍ରଣବ ପ୍ରକାଶ ଦାସ
ବାଲେଶ୍ୱର- ପ୍ରତାପକେଶରୀ ଦେବ
ବରଗଡ଼- ସୁଧୀର କୁମାର ସାମଲ
ଭଦ୍ରକ- ପ୍ରତାପ ଜେନା
ବଲାଙ୍ଗୀର: ସୁଶାନ୍ତ ସିଂ
ଦେଓଗଡ଼- ଅମ୍ରେଶଜେନା
କଟକ- ପ୍ରଫୁଲ୍ଲ ମଲ୍ଲିକ
ଢେଙ୍କାନାଳ- ପ୍ରଣବପ୍ରକାଶ ଦାସ
ଗଜପତି- ଅତନୁସବ୍ୟସାଚୀ ନାୟକ
ରାୟଗଡ଼ା-ଅତନୁସବ୍ୟସାଚୀ ନାୟକ
ଜଗତସିଂହପୁର- ଡ. ଅରୁଣ କୁମାର ସାହୁ
କନ୍ଧମାଳ- ବିଜୟ ନାୟକ
କେନ୍ଦ୍ରାପଡ଼ା- ପ୍ରମିଳା ମଲ୍ଲିକ
କେନ୍ଦୁଝର- ପ୍ରଣବ ପ୍ରକାଶ ଦାସ
ଖୋର୍ଦ୍ଧା- ରବୀନ୍ଦ୍ର କୁମାର ଜେନା
କୋରାପୁଟ- ଦିବ୍ୟଶଙ୍କର ମିଶ୍ର
ମାଲକାନଗିରି- ଦିବ୍ୟଶଙ୍କର ମିଶ୍ର
ନବରଙ୍ଗପୁର- ଇଶ୍ୱର ପାଣିଗ୍ରାହୀ
ନୟାଗଡ଼- ପଦ୍ମନାଭ ବେହେରା
ନୂଆପଡ଼ା- ସ୍ନେହାଙ୍ଗିନୀ ଛୁରିଆ
ପୁରୀ- ରଣେନ୍ଦ୍ର ପ୍ରତାପ ସ୍ୱାଇଁ
ସମ୍ବଲପୁର- ପ୍ରଣବପ୍ରକାଶ ଦାସ
ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼ାଇ
କଳାହାଣ୍ଡି- ପ୍ରଣବ ବଳବନ୍ତରାୟ
ଗଞ୍ଜାମ- ପ୍ରଦୀପ କୁମାର ଅମାତ
ବୌଦ୍ଧ- ସୌଭାଗ୍ୟ ନାୟକ
ଯାଜପୁର- ଅଶୋକ ଚନ୍ଦ୍ର ପଣ୍ଡା
ଝାରସୁଗୁଡ଼ା- ସାରଦା ପ୍ରସାଦ ନାୟକ
ମୟୂରଭଞ୍ଜ- ପ୍ରଶାନ୍ତ ମୁଦୁଲି
ସୁବର୍ଣ୍ଣପୁର- ଦେବେଶ ଆଚାର୍ଯ୍ୟ