ପୁଣି ଲଘୁଚାପ, ୨୯ରେ ଅବପାତ

ପୁଣି ଲଘୁଚାପ, ୨୯ରେ ଅବପାତ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତା ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଆସନ୍ତା ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା