ଆଇସିସି ବିଶ୍ଵ ଟେଷ୍ଟ ଚାମ୍ପିଅନସିପ: ଘୋଷଣା ହେଲା ଭାରତୀୟ ଦଳ 

ଆଇସିସି ବିଶ୍ଵ ଟେଷ୍ଟ ଚାମ୍ପିଅନସିପ: ଘୋଷଣା ହେଲା ଭାରତୀୟ ଦଳ 

ଭୁବନେଶ୍ବର: ଆଇସିସି ବିଶ୍ଵ ଟେଷ୍ଟ ଚାମ୍ପିଅନସିପ ପାଇଁ ଆଜି ଭାରତୀୟ ଦଳ ଘୋଷଣା ହୋଇଛି। ରୋହିତ ଶର୍ମାଙ୍କ ନେତୃତ୍ବରେ ଟିମ ଇଣ୍ଡିଆ ବିଶ୍ଵ ଟେଷ୍ଟ ଚାମ୍ପିଅନସିପ ପାଇଁ ପଡିଆକୁ ଓହ୍ଲାଇବ । ପୁଣିଥରେ ଆଜିଙ୍କ୍ୟ ରାହେଣେ ଟେଷ୍ଟ ଦଳକୁ ଫେରିଛନ୍ତି।

ଭାରତୀୟ ଦଳ: ରୋହିତ ଶର୍ମା ( ଅଧିନାୟକ), ଶୁଭମନ ଗିଲ୍‌, ଚେତେଶ୍ବର ପୂଜାରା , ବିରାଟ କୋହଲି, ଆଜିଙ୍କ୍ୟ ରାହେଣେ , କେଏଲ ରାହୁଲ, କେଏସ. ଭରତ, ରବିଚନ୍ଦ୍ରନ ଅଶ୍ବିନୀ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, ସର୍ଦ୍ଦୁଲ ଠାକୁର, ମହମ୍ମଦ ସାମ୍ମୀ, ମହମ୍ମଦ ସିରାଜ୍‌, ଉମେଶ ଯାଦବ, ଜୟଦେବ ଉନାଦକଟ ।