ଦୁଇ ସେନା ଅଧିକାରୀଙ୍କ ସମେତ ୪ ସହିଦ

ଦୁଇ ସେନା ଅଧିକାରୀଙ୍କ ସମେତ ୪ ସହିଦ

ନୂଆଦିଲ୍ଲୀ: ପୁଣି  ସହିଦ ହୋଇଛନ୍ତି ୪ ଯବାନ। ଏଥିରେ ଅଛନ୍ତି ୨ ସେନା ଅଧିକାରୀ। ଜମ୍ମୁ-କାଶ୍ମୀର ରଜୌରୀ ଅନନ୍ତନାଗ ସେକ୍ଟରରେ ଆତଙ୍କବାଦୀ-ସୁରକ୍ଷା ବଳ ମଧ୍ୟରେ ଗୁଳି ବିନିମୟ, ଭାରତୀୟ ସେନାର ଦୁଇ ଅଧିକାରୀଙ୍କ ସହ ଜଣ ସହିଦ ହୋଇଛନ୍ତି ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଲୁଚିରହିଥିବା ସୂଚନା ମଳିଛି

ରାଜୌରୀ ଅଂଚଳରେ କିଛି ଆତଙ୍କୀ ଲୁଚି ରହିଥିବା ପରେ ଖବର ପାଇବା ପରେ ସେନା ପକ୍ଷରୁ ଆତଙ୍କୀ ଆଡ୍ଡା ଉପରକୁ ଗୁଳିମାଡ କରାଯାଇଥିଲା ଧରାମସାଲର ବାଜିମାଲ ଅଚଳରେ ଭାରତୀୟ ସେନା ଜମ୍ମୁ ପୋଲିସ ପକ୍ଷରୁ ମିଳିତ ଅପରେସନ ଜାରି ରହିଛି ଏହା ପୂର୍ବରୁ ଗତ ୧୮ତାରିଖରେ ରଜୌରୀ ଅଂଚଳରେ ସର୍ଚ୍ଚ ଅପରେସନରେ ଭାରତୀୟ ଯବାନ ୫ଆତଙ୍କୀଙ୍କୁ ନିପାତ କରିଥିଲେ