୫୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

୫୧ ହଜାର ଯୁବବର୍ଗଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶର ବେକାରୀ ହଟାଇବାକୁ କେନ୍ଦ୍ର ସରକାର ଅନେକ ଉଦ୍ୟମ କରୁଛନ୍ତି। ଏହା ମଧ୍ୟରେ ୫୧ ହଜାର ଯୁବବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଯୁକ୍ତିପତ୍ର ଦେଇଛନ୍ତି ନବନିଯୁକ୍ତମାନେ ଭିନ୍ନ ଭିନ୍ନ ବିଭାଗର ବିଭିନ୍ନ ପଦରେ ଚୟନ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନବନିଯୁକ୍ତ କର୍ମଚାରୀଙ୍କୁ ସମ୍ବୋଧିତ କରି କହିଛନ୍ତି କି, ଏହି ରୋଜଗାର ମେଳା ସମ୍ପୂର୍ଣ୍ଣ ବ୍ୟବସ୍ଥାକୁ ପାରଦର୍ଶି କରିବ ଏହାଦ୍ୱାରା ଦେଶର ଯୁବକମାନଙ୍କୁ ନିଯୁକ୍ତି ପ୍ରକ୍ରିୟା ଉପରେ ଭରସା ଆସିଛି

ନିଯୁକ୍ତିମେଳା କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ ସାମିଲ ହୋଇଥିଲେ ଏହି ରୋଜଗାର ମେଳା ସାରା ଦେଶରେ ୩୭ଟି ସ୍ଥାନରେ ଅନୁଷ୍ଠିତ ହୋଇଥିଲା