ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ରାୟ ସଂରକ୍ଷିତ

ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲା: ରାୟ ସଂରକ୍ଷିତ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ଶେଷ ହୋଇଛନ୍ତି। ରାୟକୁ ସଂରକ୍ଷିତ ରଖିଛନ୍ତି ଜଜ୍‌। ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଜଷ୍ଟିସ୍ ସାବତ୍ରୀ ରଥଙ୍କ ଖଣ୍ଡପୀଠରେ ହୋଇଛି ଶୁଣାଣି ତୃତୀୟ ଥର ଶୁଣାଣିରେ କୋର୍ଟ ରାୟ ସଂରକ୍ଷିତ ରଖିଛନ୍ତି ସୋମବାର ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା
କିନ୍ତୁ ସମୟ ଅଭାବ ଯୋଗୁଁ ମାମଲାର ଶୁଣାଣିକୁ ଗୋଟିଏ ଦିନ ଟାଳି ଦେଇଥିଲେ ଖଣ୍ଡପୀଠ ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଂଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଏଏସଆଇ ପକ୍ଷରୁ ୨୦୨୨ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଯାଂଚ କରାଯାଇଥିଲା ଯେଉଁଥିରେ ରତ୍ନଭଣ୍ଡାର ମରାମତିର ନିହାତି ଆବଶ୍ୟକତା ଥିବା ଏଏସଆଇ କହିଛି ତେଣୁ ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି