ଭିଜିଲାନ୍ସ ଜାଲରେ ଅବକାରୀ ଏଏସଆଇ

ଭିଜିଲାନ୍ସ ଜାଲରେ ଅବକାରୀ ଏଏସଆଇ

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ବାଲୁଗାଁ ଅବକାରୀ ଏଏସଆଇ। ସୁଦୀପ୍ତ ଦାଶଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଥିବା ସୂଚନା ମିଳିଛି। ଖୋର୍ଦ୍ଧା ଓ ନୟାଗଡ଼ର ୪ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଏହି ଚଢାଉରେ ୪ ଜଣ ଡିଏସପି, ୬ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଚଢାଉ ବେଳେ ବହୁ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି।

ବର୍ତ୍ତମାନ ସୁଦୀପ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି ଭିଜିଲାନ୍ସ। ପ୍ରକାଶ ଥାଉକି ସୁଦୀପ୍ତଙ୍କ