ଅଘଟଣ : ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅଘଟଣ : ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅଘଟଣ : ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ: ରାଜ୍ୟରେ ପ୍ରତ୍ୟେକ ଦିନ ହତ୍ୟା ଓ ଆତ୍ମହତ୍ୟା ଭଳି ଘଟଣା ଘଟୁଛି । ସବୁ ଦିନ କେଉଁଠି ନା କେଉଁଠି ମୃତଦେହ ଉଦ୍ଧାର କରାଯାଉଛି । ତେବେ ଏହା ଭିତରେ ଜଣେ ପୁଲିସ ବାବୁଙ୍କ ମୃତଦେହ ଉଦ୍ଧାର କରାଯାଇଛି । 

ବାରଙ୍ଗ ଥାନା ଏଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ଅଶୋକ ପ୍ରଧାନ। ନନ୍ଦନକାନନର ପଦାସାହି ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରୁଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।