ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା, ୩୦ ହଜାର ଟଙ୍କା ଠକେଇ ଅଭିଯୋଗ

ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା, ୩୦ ହଜାର ଟଙ୍କା ଠକେଇ ଅଭିଯୋଗ

ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା,  ୩୦ ହଜାର ଟଙ୍କା ଠକେଇ ଅଭିଯୋଗ

ଭୁବନେଶ୍ୱର : ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁରେ ଏତଲା । ସୁନା ଦୋକାନରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗ । ଭୁବନେଶ୍ୱର ସହିଦ ଥାନାରେ ଏନେଇ ମାମଲା ରୁଜୁ ହୋଇଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ସତ୍ୟନଗର ଅଞ୍ଚଳରେ କଲ୍ୟାଣୀ ନାୟକ ନାମକ ଜଣେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି । ତାଙ୍କ ଏତଲା ଅନୁସାରେ, ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ସୁନା ଦୋକାନାରେ ଚାକିରୀ କରେଇଦେବା ନାଁରେ ଠକେଇ କରିଛନ୍ତି । ୩୦ ହଜାର ଟଙ୍କା ଠକେଇ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସହିଦ ନଗର ଥାନାରେ ମାମଲା ରୁଜୁ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ ।