ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ସୁପାରିସ

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ସୁପାରିସ

ଅଭୟକାନ୍ତଙ୍କୁ ବାଧ୍ୟତାମୂଳକ ଅବସର ସୁପାରିସ
ଭୁବନେଶ୍ୱର: ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ସୁପାରିଶ କରାଯାଇଛି । କେନ୍ଦ୍ର ସରକାରଙ୍କୁ ଏଭଳି ସୁପାରିଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଥର ପାଇଁ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ଏଭଳି ସୁପାରିଶ କରାଯାଇଛି । ଏଯାଏ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ୨୦ କୋଟି ଟଙ୍କାର ବେଆଇନ ସମ୍ପତ୍ତି ମିଳିଲାଣି । ଅଭୟଙ୍କୁ ପୂର୍ବରୁ ରାଜ୍ୟ ସରକାର ସସପେଣ୍ଡ କରିଛନ୍ତି ।