ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୦୮

ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୦୮

ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୦୮
ଭୁବନେଶ୍ବର: ରାଜ୍ୟରେ ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୦୮କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କଟକରୁ ୩ ଜଣ ଓ ଗଞ୍ଜାମ ଓ ସମ୍ବଲପୁରରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ, ଜଗତସିଂହପୁର, ସୁବର୍ଣ୍ଣପୁର, ପୁରୀ ଓ ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।