ଆଜି ରାଜ୍ୟରେ ୪୯ ପଜିଟିଭ୍ ଚିହ୍ନଟ
ଆଜି ରାଜ୍ୟରେ ୪୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୫୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫୬୭୮ ଜଣ ସୁସ୍ଥ ହୋଇଛନ୍ତି ।




admin 