ଆଜି ସନ୍ଧ୍ୟା ୫ଟା.୩୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଆଜି ସନ୍ଧ୍ୟା ୫ଟା.୩୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଆଜି ସନ୍ଧ୍ୟା ୫ଟା.୩୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟା ୫ଟା.୩୦ରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କ୍ରୀଡ଼ା ଓ ଶିକ୍ଷା ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିପାରେ ବୋଲି ସୂଚନା ମିଳିଛି ।

ଏଥିରେ ୧୦ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ବିଶେଷକରି ରାଜସ୍ବ,ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିପାରେ ।