ଆଜି ୩୮୬୧ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୮୬୧ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ୩୮୬୧ ନୂତନ ଆକ୍ରାନ୍ତ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର : ଆଜି ରାଜ୍ୟରୁ ୩୮୬୧ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ୨୨୭୮ ଜଣ କ୍ୱାରେଣ୍ଟାଇନରୁ ଏବଂ ୧୫୮୩ ଜଣ ସ୍ଥାନୀୟ ଅକ୍ରାନ୍ତ ବୋଲି ଜଣାପଡିଛି । ରାଜ୍ୟରେ ସମୁଦାୟ ଅକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୮୯୨ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୧୨୦, ବାଲେଶ୍ୱରରୁ ୧୦୫, ବରଗଡରୁ ୧୭୬, ଭଦ୍ରକରୁ ୭୪, ବଲାଙ୍ଗୀର ୭୫, ବୌଦ୍ଧରୁ ୨୨, କଟକରୁ ୩୮୬, ଦେବଗଡ ୧୨, ଢେଙ୍କାନାଳରୁ ୭୪, ଗଜପତି ୧୪, ଗଞ୍ଜାମରୁ ୯୧, ଜଗତସିଂହପୁରରୁ ୮୬, ଯାଜପୁରରୁ ୨୮୫, ଝାରସୁଗୁଡାରୁ ୧୯୯, କଳାହାଣ୍ଡିରୁ ୨୮, କନ୍ଧମାଳ ୨୫, କେନ୍ଦ୍ରାପଡାରୁ ୮୩, କେନ୍ଦୁଝରରୁ ୬୬, ଖୋର୍ଦ୍ଧାରୁ ୭୬୭, କୋରାପୁଟରୁ ୮୬, ମାଲକାନଗିରିରୁ ୩୩, ମୟୁରଭଞ୍ଜରୁ ୧୨୨ , ନବରଙ୍ଗପୁରରୁ ୪୪ , ନୟାଗଡରୁ ୫୭ , ନୂଆପଡାରୁ ୪୮, ପୁରୀରୁ ୨୦୦, ରାୟଗଡାରୁ ୧୫୩, ସମ୍ବଲପୁରରୁ ୭୭, ସୋନପୁରରୁ ୧୧୭ ଏବଂ ସୁନ୍ଦରଗଡରୁ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଷ୍ଟେଟ ପୁଲରେ ୧୪୦ ଜଣ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୮୯୨ ହୋଇଥିବା ବେଳେ ଏହା ମଧ୍ୟରୁ ୯୬୩୬୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୯୧୯ ରହିଛି ।