ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ୱର : ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବାଲେଶ୍ବର ସଦର ଓ ତିର୍ତ୍ତୋଲ ପାଇଁ  ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ ପ୍ରାର୍ଥୀ କରିଛି । ତିର୍ତ୍ତୋଲରେ ବିଜେଡି ପୂର୍ବତନ ମନ୍ତ୍ରୀ ବିର୍ଷ୍ଣୁ ଦାସଙ୍କ ପୁଅ ହେଉଛନ୍ତି ବିଜୟ ଶଙ୍କର ଦାସ । ବାଲେଶ୍ୱର ସଦର ପାଇଁ ଶ୍ରୀ ସ୍ୱରୂପ କୁମାର ଦାସ ବିଜେଡିର ପ୍ରାର୍ଥୀ ହୋଇଛନ୍ତି । ଅନ୍ୟପଟେ ତିର୍ତ୍ତୋଲରୁ ବିଜେଡି ପକ୍ଷରୁ ଲଢିବେ ବିଜୟ ଶଙ୍କର ଦାସ । ୨ ପ୍ରାର୍ଥୀଙ୍କ ନାଁରେ ଆଜି ମୋହର ମାରିଛନ୍ତି ବିଜେଡଢି ସୁପ୍ରିମୋ ନବୀନ ପଟ୍ଟନାୟକ