ଏକାମ୍ର ବାଇ-ଲ ପ୍ରତ୍ୟାହାର କରୁ କେନ୍ଦ୍ର : ମୁଖ୍ୟମନ୍ତ୍ରୀ

ଏକାମ୍ର ବାଇ-ଲ ପ୍ରତ୍ୟାହାର କରୁ କେନ୍ଦ୍ର : ମୁଖ୍ୟମନ୍ତ୍ରୀ

ଏକାମ୍ର ବାଇ-ଲ ପ୍ରତ୍ୟାହାର କରୁ କେନ୍ଦ୍ର : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଏକାମ୍ର କ୍ଷେତ୍ରରୁ ବାଇ-ଲ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରିଛନ୍ତି । ଅନନ୍ତ ବାସୁଦେବ ଓ ବ୍ରହ୍ମଶ୍ୱର ମନ୍ଦିରରୁ ବାଇ-ଲ ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି । ମୁଖମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର ପ୍ରସ୍ତାବିତ ବାଇ-ଲ ତୁରନ୍ତ ପ୍ରତ୍ୟାହାର କରନ୍ତୁ । ଏଭଳି ସମ୍ବେଦନଶୀଳ ପ୍ରସଙ୍ଗରେ କେନ୍ଦ୍ରୀୟ ଏଜେନ୍ସୀ ରାଜ୍ୟକୁ ବିଶ୍ୱାସ ନିଅନ୍ତୁ । କେନ୍ଦ୍ର ଆଗରେ ଏହି ପ୍ରସଙ୍ଗ ଉଠାଇବାକୁ ସବୁ ଓଡିଆ ସାଂସଦଙ୍କୁ ଅପିଲ କରିଛନ୍ତି । ଓଡିଶାର ଲକ୍ଷ ଲକ୍ଷ ଭକ୍ତଙ୍କ ଭାବାବେଗ ଓ ସେବାୟତଙ୍କ ଜୀବନ ଜୀବିକା ସହ ଜଡିତ ହୋଇଛି ।