କରୋନା ଦ୍ୱିତୀୟ କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୧୨୯ ଜଣ ପଜିଟିଭ ଚିହ୍ନଟ
କରୋନା ଦ୍ୱିତୀୟ କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ଆଜି ପୁଣି ୧୧୨୯ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ଗତ ୨୪ଘଂଟାରେ ରାଜ୍ୟରୁ ୧୧୨୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୬୭୫ ଜଣ ଥିବାବେଳେ ସ୍ଥାନୀୟ ସଂସ୍ପର୍ଶରେ ଆସି ୪୭୨ ଜଣ ସଂକ୍ରମିତ ହୋଇଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ସୂଚନା ଅନୁଯାୟୀ, ଅନୁଗୁଳରୁ ୫୫, ବାଲେଶ୍ୱରରୁ ୭୨, ବରଗଡରୁ ୩, ଭଦ୍ରକରୁ ୬୦, ବଲାଙ୍ଗୀରରୁ ୪, ବୌଦ୍ଧରୁ ୪, କଟକରୁୁ ୧୩୫, ଦେବଗଡ଼ରୁ ୮, ଢେ଼ଙ୍କାନାଳରୁ ୭, ଗଞ୍ଜାମରୁ ୨, ଜଗତସିଂହପୁରରୁ ୬୩, ଯାଜପୁରରୁ ୪୮, ଝାରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୧, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୬୬, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୩୮୮, କୋରାପୁଟରୁ ୨, ମାଲକାନାଗିରିରୁ ୪, ମୟୂରଭଞ୍ଜରୁ ୨୦, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୨୦, ନୂଆପଡ଼ାରୁ ୩, ପୁରୀରୁ ୪୮, ରାୟଗଡ଼ାରୁ ୬, ସମ୍ବଲପୁରରୁ ୧, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୫, ରାଜ୍ୟ ପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।




admin 