କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ୫୮୮ ନୂଆ କରୋନା ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ୫୮୮ ନୂଆ କରୋନା ପଜିଟିଭ ଚିହ୍ନଟ

କରୋନା ଦ୍ୱିତୀୟ ଢେଉ : ରାଜ୍ୟରେ ୫୮୮ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: କରୋନା ଦ୍ୱିତୀୟ ଢେଉ ବହୁତ ଜୋରେ ମାଡି ଆସୁଛି । କରୋନା ସଂକ୍ରମଣ ବୃଦ୍ଧି ରାଜ୍ୟରେ ମଧ୍ୟ ବଢି ଚାଲିଛି । ରାଜ୍ୟରେ କରୋନା ଦ୍ୱିତୀୟ ଲହରୀ ଆରମ୍ଭ ହୋଇଗଲା । ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟର କରୋନା ଗ୍ରାଫ୍ ଉପର ମୁହାଁରେ ଚାଲିଛି । କରୋନା ଲେଉଟାଣି କୋପ ଭୟଙ୍କର ହେଲାଣୀ । ଦିନକୁ ଦିନ କରୋନା ମାଡି ମାଡି ଚାଲିଛି । ଦିନକରେ ୫୮୮ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ପଜିଟିଭ ସଂଖ୍ୟା ଡରାଉଥିବା ବେଳେ ବି୍ରଟେନ୍ ଷ୍ଟ୍ରେନ୍ ଓଡିଶା ଆସି ସାରିଛି । ଖୋର୍ଦ୍ଧା ଜିଲ୍ଲରୁ ସର୍ବାଧିକ ୧୦୫ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୮୪, କଳାହାଣ୍ଡି-୬୪ ,ଝାରସୁଗୁଡା-୩୧, ନୂଆପଡାରୁ -୨୯, କଟକ-୩୦, ସମ୍ବଲପୁର-୨୮,ଗଞ୍ଜାମ-୨୭, ପୁରୀ-୨୪,ଷ୍ଟେଟପୁଲ-୨୩, ବରଗଡ-୨୧, ଯାଜପୁର-୧୫,ବାଲେଶ୍ୱର-୧୩, ବଲାଙ୍ଗି ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।