କାଳ ବୈଶାଖୀ ସମ୍ଭାବନା

କାଳ ବୈଶାଖୀ ସମ୍ଭାବନା

କାଳ ବୈଶାଖୀ ସମ୍ଭାବନା
ଭୁବନେଶ୍ୱେର: ଆସ୍ତେ ଆସ୍ତେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବଢିବା ସହ ଗରମ ଅନୁଭୂତ ହେଉଛି । ଆଗମୀ ଦୁଇ ଦିନ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି। ୧୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହେବ। ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ଅଧିକ ବର୍ଷା ହେବ। ପଶ୍ଚିମ ଓଡ଼ିଶାର କେତୋଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବ।” ଗତକାଲି ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୩୮.୫ଡିଗ୍ରୀ ରେକର୍ଡ କରାଯାଇଛି। ଭବାନୀପାଟଣା, ବଲାଙ୍ଗିର ଓ ସୋନପୁରରେ ତାପମାତ୍ରା ୩୭ ଡିଗ୍ରୀ ରହିଥିଲା।