କାଳିଆ ଛାତ୍ରବୃତି ପାଇଁ ଅନଲାଇନ ପ୍ରକ୍ରିୟା ଆରମ୍ଭ
କାଳିଆ ଛାତ୍ରବୃତି ପାଇଁ ଅନଲାଇନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର : କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭାଗଚାଷୀ ଓ ଭୂମିହୀନ କୃଷକ ପରିବାରଙ୍କ ସନ୍ତାନ୍ତ ସନ୍ତତିଙ୍କ ପାଇଁ କାଳିଆ ଛାତ୍ରବୃତ୍ତି ଆରମ୍ଭ ହୋଇଛି । ଏଥିପାଇଁ ଅନଲାଇନରେ ଆବେଦନ ପ୍ରକ୍ରିୟାର ଶୁଭାରମ୍ଭ ହୋଇଛି । ରାଜ୍ୟ ସରକାରୀ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟରେ ବୃତ୍ତିଗତ ତଥା ବୈଷୟିକ ଶିକ୍ଷାରେ ସ୍ନାତକ, ଡିପ୍ଲୋମା, ଆଇଟିଆଇର ଯୋଗ୍ୟ ଛାତ୍ରଛାତ୍ରୀ ଅନଲାଇନ ଷଗ୍ଧଗ୍ଧକ୍ଟ୍ର:/ମଷକ୍ଟକ୍ଷବକ୍ସଗ୍ଦଷସକ୍ଟ୍ର.କ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ ମାଧ୍ୟମରେ ଆବେଦନ କରିପାରିବେ । ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ହେଲପ ଲାଇନ ନମ୍ବର ୧୫୫୩୨/୧୮୦୦-୩୪୫-୬୭୭୦ ଓ ଗ୍ଦମଷକ୍ଟକ୍ଷବକ୍ସଗ୍ଦଷସକ୍ଟ୍ରବଶକ୍ସସଅଶଜ୍ଞବସକ୍ଷ.ମକ୍ଟଜ୍ଞ ଜାରି ହୋଇଛି ।




admin 