କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ ପ୍ରତିନିଧି ଦଳ

କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ ପ୍ରତିନିଧି ଦଳ

କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ ପ୍ରତିନିଧି ଦଳ
ଭୁବନେଶ୍ୱର: କେନ୍ଦ୍ର ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ ପ୍ରତିନିଧି ଦଳ । ବିଜେଡିର ରାଜ୍ୟସଭା ଓ ଲୋକସଭା ସାଂସଦ ପ୍ରତିନିଧି ଦଳ ମନ୍ତ୍ରୀଙ୍କୁ ଭେଟି ଧାନ ଉଠିବା ଓ ବକେୟା ସବ୍ସିଡି ତୁରନ୍ତ ଦେବାକୁ ଦାବି କରିଥିଲେ । ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଚାଷୀଙ୍କ ସମସ୍ୟା ଉପସ୍ଥାପନ କରିବା ସହ ସେମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ସ୍ମାରକ ପତ୍ର ଦେଇଛନ୍ତି। ସାଂସଦଙ୍କ ସହ ଆଲୋଚନା ପରେ କେନ୍ଦ୍ରମମନ୍ତ୍ରୀ ଗୋଏଲ ଏହି ପ୍ରସଂଗରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଓଡ଼ିଶାର ଦାବି ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।