ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ
ନୟାଗଡ଼: ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ ଘଟିଛି । ବିଦୁ୍ୟତ ସର୍ଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଛି । ଏଥିରେ କମ୍ପୁ୍ୟଟର ଓ ଅନ୍ୟାନ୍ୟ ଆସବାବପତ୍ର ପୋଡ଼ିଯାଇଛି । ଏପରିକି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଯାଇଥିବା ସୂଚନା ମିଳିଛି