ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା

ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା

ଠେଙ୍ଗାରେ ପିଟିପିଟି ସ୍ତ୍ରୀକୁ ହତ୍ୟା
ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାର ସଦର ଥାନା ସୁବଳୟା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା । ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଛି ନୃଶଂସ ସ୍ୱାମୀ । ଘରୋଇ କଳିକୁ ନେଇ ଏହି ଘଟଣା ଘଟିଛି । ସ୍ୱାମୀ ସ୍ତ୍ରୀକୁ ଠେଙ୍ଗାରେ ପିଟି ଫଳରେ ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଛି । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ହତ୍ୟାକାରୀ ସ୍ୱାମୀକୁ ପୋଲିସ ଅଟକ ରଖିଛି ।