ଦେଶରୁ ଦିନକରେ ୪୬ ହଜାର ୬୧୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୬ ହଜାର ୬୧୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଦେଶରୁ ଦିନକରେ ୪୬ ହଜାର ୬୧୭ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ:ଆଜି ଆମ ଦେଶରେ ଗୋଟିଏ ଦିନରେ ୪୬ ହଜାର ୬୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୮୫୩ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୪ ଲକ୍ଷ ୩୧୨ ହଜାର ୬୬୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪ ଲକ୍ଷ ୫୮ ହଜାର ୨୫୧ ରେ ପହଂଚିଛି । ଦେଶରେ ୫ ଲକ୍ଷ ୯ ହଜାର ୬୩୭ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି  । ସେହପିରି ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୩୪  କୋଟି ୭୬ ଲକ୍ଷ ୨୩୧ ହଜାର ୫୧୧ ଜଣ  ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ