ଦେଶରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୪ ଲକ୍ଷ ଟପିଲା

ଦେଶରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୪ ଲକ୍ଷ ଟପିଲା

ଦେଶରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୪ ଲକ୍ଷ ଟପିଲା

ନୂଆଦିଲ୍ଲୀ:ଆଜି ଆମ ଦେଶରେ ଗୋଟିଏ ଦିନରେ ୪୬ ହଜାର ୬୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୮୫୩ ଜଣ ମୃତୁ୍ୟବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତୁ୍ୟ ସଂଖ୍ୟା ୪ ଲକ୍ଷ ୩୧୨ ହଜାର ୬୬୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪ ଲକ୍ଷ ୫୮ ହଜାର ୨୫୧ ରେ ପହଂଚିଛି । ଦେଶରେ ୫ ଲକ୍ଷ ୯ ହଜାର ୬୩୭ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି  । ସେହପିରି ୨ କୋଟି ୯୫ ଲକ୍ଷ ୪୮ ହଜାର ୩୦୨ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୩୪  କୋଟି ୭୬ ଲକ୍ଷ ୨୩୧ ହଜାର ୫୧୧ ଜଣ  ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ।ଦିଆଯାଇଛ