ଦେଶରେ ଗତ ୨୪ ଘଣ୍ଟାରେ ୭, ୪୪୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୭, ୪୪୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୭, ୪୪୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟାରେ ଦେଶରେ ୭ହଜାର ୪୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୈନିକ ପଜିଟିଭ୍ ହାର ୦.୬୪ ପ୍ରତିଶତ ରହିଥିବାବେଳେ ସାପ୍ତାହିକ ପଜିଟିଭ୍ ହାର ୦.୭୧ ପ୍ରତିଶତରୁ କମ୍ ରହିଛି । ଏହା ସହ ଆଜି ଦେଶରେ ୩୯୧ ଜଣ କରୋନାରେ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତୁ୍ୟ ସଂଖ୍ୟା ୪ଲକ୍ଷ ୭୬ହଜାର ୮୬୯କୁ ବୃଦ୍ଧି ପାଇଛି । 

ବର୍ତ୍ତମାନ ଦେଶରେ ୮୬ହଜାର ୪୧୫ କାରୋନା ଜନିତ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ଦେଶରେ ୩କୋଟି ୪୧ଲକ୍ଷ ୬୨ହଜାର ୭୬୫ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ପେରିଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।