ନଭେମ୍ବର ୧୧ରୁ ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା

ନଭେମ୍ବର ୧୧ରୁ ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା

ନଭେମ୍ବର ୧୧ରୁ ଯୁକ୍ତ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା
ଭୁବନେଶ୍ୱର : ଆସନ୍ତା ନଭେମ୍ବର ୧୧ ତାରିଖରୁ ଦୁଇ ଇନଷ୍ଟାଣ୍ଟ ପରୀକ୍ଷା ଅନୁଷ୍ଠିତ ହେବ । ଏନେଇ ଆଜି ମାଧ୍ୟମିକ ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ସେହିପରି ସମସ୍ତ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା ତାରିଖ ମଧ୍ୟ ଘୋଷଣା କରାଯାଇଛି । ଆସନ୍ତା ନଭେମ୍ବର ୧୨ ତାରିଖରେ କଳା, ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗର ପ୍ରାକ୍ଟିକାଲ ପରୀକ୍ଷା କରାଯିବ ବୋଲି ଜଣାପଡିଛି ।