ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ପି.କେ ମିଶ୍ର ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ଦାୟିତ୍ୱ ନେଲେ ପି.କେ ମିଶ୍ର । ଓଡିଆ ପୁଅ, ଗୁଜୁରାଟ କ୍ୟାଡର ଆଇଏଏସ ପ୍ରମୋଦ କୁମାର ମିଶ୍ର । ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ପ୍ରମୋଦ ମିଶ୍ର ଦାୟିତ୍ୱ ନେଇଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ପ୍ରମୁଖ ସଚିବ ଥିଲେ । ପି.କେ. ମିଶ୍ର ହେଉଛନ୍ତି ସମ୍ବଲପୁରର ବାସିନ୍ଦା । ୧୯୭୨ ବ୍ୟାଚ ଗୁଜୁରାଟ କ୍ୟାଡର ଆଇଏଏସ ଅଫିସର ।