ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ
ଭୁବନେଶ୍ବର : ଡିଏନ୍‌ଏ ରିପୋର୍ଟ ଅନୁସାରେ ସୀମାଞ୍ଚଳ ପରିଡା ମୃତ ବୋଲି ସ୍ପଷ୍ଟ ସୂଚନା ମିଳିଛି । ନିଖୋଜ ଥିବା ସୀମାଞ୍ଚଳ ପରିଡାଙ୍କ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି । ଡିଏନ୍‌ଏ ରିପୋର୍ଟ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ୍‌ କମିଶନର । ଅନ୍ୟକୌଣସି ବ୍ୟକ୍ତିଙ୍କ ମୃତ୍ୟୁ ନେଇ ଡିଏନ୍‌ଏ ରିପୋର୍ଟରେ ତଥ୍ୟ ନାହିଁ । ସଂଗୃହୀତ ମାଂସ ଖଣ୍ଡର ଡିଏନ୍‌ଏ ପରୀକ୍ଷାରୁ ସୀମାଞ୍ଚଳଙ୍କ ମୃତ୍ୟୁ ସ୍ପଷ୍ଟ ହୋଇଛି । ସୀମାଞ୍ଚଳଙ୍କୁ ମିଶାଇ ଏଯାବତ ୨ ଜଣଙ୍କ ମୃତ୍ୟୁ ଘଟିଛି ।