ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ

ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ

ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ
ଯାଜପୁର: ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ କରାଯାଇଛି । ଜଣେ ହୋମଗାର୍ଡଙ୍କୁ ଧମକ ଓ ତାଙ୍କୁ ଜାତିଆଣ ଆକ୍ଷେପ ଅଭିଯୋଗରେ ବରୀ ବିଧାୟିକାଙ୍କ ସ୍ୱାମୀଙ୍କ ନାମରେ ମାମଲା ରୁଜୁ କରାଯାଇଛି । ବିଧାୟିକାଙ୍କ ସ୍ୱାମୀ ଦେବେନ୍ଦ୍ର ଦାଶଙ୍କ ସମେତ ୩ ଜଣଙ୍କ ନାମରେ ମାମଲା ରୁଜୁ କରାଯାଇଛି । ବରୀ ଥାନାରେ ଧାରା ୩୯୪ ଓ ୫୦୬ ଓ ୩୪ ଆଇପିସିରେ ମାମଲା ରୁଜୁ କରାଯାଇଛି ।