ବାଇକକୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ଦୁଇ ଜୀବନ

ବାଇକକୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ଦୁଇ ଜୀବନ

ବାଇକକୁ ଧକ୍କା ଦେଲା ଟ୍ରକ୍, ଚାଲିଗଲା ଦୁଇ ଜୀବନ
ଢେଙ୍କାନାଳ - ଢେଙ୍କାନାଳ ସହର ନିକଟସ୍ଥ ୫୫ନଂ ଜାତୀୟ ରାଜପଥର ପାଞ୍ଚକାହାଣିଆ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବିପରୀତଦିଗରୁ ଆସି ବାଇକକୁ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ଯୁବକ ଓ ଯୁବତୀଙ୍କ ମୃତ୍ୟୁ ହୋଇଛି। ଏହାର ଖବର ପାଇଟାଉନ୍‌ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଦୁର୍ଘଟଣା ଗସ୍ତ ଗାଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।