ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା : ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା
ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା : ମୃତକଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା
ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

admin 