ବାଣୀବିହାର ବିକାଶ ପାଇଁ ୧୦୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାଣୀବିହାର ବିକାଶ ପାଇଁ ୧୦୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାଣୀବିହାର ବିକାଶ ପାଇଁ ୧୦୦ କୋଟି ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ୭୫ ବର୍ଷରେ ପଦାର୍ପଣ କରିଛି ଉକ୍ରଳ ବିଶ୍ୱବିଦ୍ୟାଳୟ । ପ୍ଲାଟିନମ ଜୁବୁଲି ଉତ୍ସବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବାଣୀବିହାର ପାଇଁ ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ବାଣୀବିହାରର ଭିତ୍ତି ଭୂମି ପାଇଁ ମୁଖ୍ୟମନ୍ତ୍ରୀ ଏହି ଅନୁଦାନ ଘୋଷଣା କରିଛନ୍ତି ।