ବିଜେଡିର ୩ ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

ବିଜେଡିର ୩ ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ

ବିଜେଡିର ୩ ରାଜ୍ୟ ସାଧାରଣ ସମ୍ପାଦକ ନିଯୁକ୍ତ
ଭୁବନେଶ୍ୱର: ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଶୁକ୍ରବାର ୩ଜଣଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ସେମାନେ ହେଲେ ପ୍ରିୟଦର୍ଶୀ ମିଶ୍ର, ଜନ୍ମେଜୟ ଲେଙ୍କା ଓ ମୀନକେତନ ଅମାନ୍ତ। ସେହିପରି ବିଜୟ ନାୟକ ଓ ଜିତୁ ପଟ୍ଟନାୟକଙ୍କୁ ବରଗଡ଼ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀର କୋ-ଅବଜରଭର ଭାବେ ମଧ୍ୟ ନିଯୁକ୍ତି ମିଳିଥିବା ଦଳ ପକ୍ଷରୁ ସୂଚନା ଦିଆଯାଇଛି।